www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ଛକରେ ବାଇକ୍ ଯୋଗେ କେନ୍ଦୁଝର ଯାଉଥିବା ଦୁଇଜଣ ଯୁବକଙ୍କ ବାଇକକୁ ଧାନବେଣୀ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ଧକ୍କା ଦେବାରୁ ଯୁବକ ଦ୍ବୟ ବାଇକରୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଦ୍ବୟ ଭଦ୍ରକର ବିଶ୍ବଜିତ ମହାପାତ୍ର ଓ କେନ୍ଦେଇପଶିର ସୁଶୀଲ ମୁଣ୍ଡା ବୋଲି ଜଣାପଡିଛି । ବିଶ୍ବଜିତଙ୍କ ଗୋଡ଼ ଭାଙ୍ଗି ଯାଇଛି । ସ୍ଥାନୀୟ ଲୋକେ ଗୁରୁତର ଦ୍ବୟଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରି କେନ୍ଦୁଝର ମେଡିକାଲ ପଠାଇଛନ୍ତି । ଦୁର୍ଘଟଣାସ୍ଥଳରୁ ଦୁର୍ଘଟଣାଗ୍ରସ୍ତ ବାଇକକୁ ପୁଲିସ ତୁରୁମୁଙ୍ଗା ଥାନାକୁ ନେଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories