www.samajalive.in
Sunday, December 14, 2025
16.1 C
Bhubaneswar

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଗୁରୁତର

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଅଡାବାଡି ଗ୍ରାମ ନିକଟ ବୁଲାଣିରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କଳାହାଣ୍ଡି ଜିଲ୍ଲା ବିଜେପୁର ପଞ୍ଚାୟତ କରମୁଣ୍ଡା ଗ୍ରାମର ବନ ମାଝୀ ଓ ପାହାଡ଼ପଦର ପଞ୍ଚାୟତ ମାଲିପଡା ଗ୍ରାମର ଡମ୍ବରୁ ସାହୁ। ଉଭୟେ ବାଇକରେ କଲ୍ୟାଣସିଂହପୁର ସଦର ବଜାରକୁ ଆସୁଥିବାବେଳେ ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରିଥିଲେ। ଅଗ୍ନିଶମ ବିଭାଗ ଅଧିକାରୀ ଜଗଦୀଶ ଖରାଙ୍କ ନିର୍ଦ୍ଦେଶରେ ହାବିଲଦାର ବଳରାମ ବେହେରାଙ୍କ ନେତୃତ୍ୱରେଏକ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories