ସୁରକ୍ଷା କର୍ମୀଙ୍କ ଗୁଳି ବିନିମୟରେ ୨ ନକ୍ସଲ ନିହତ

ଡେସ୍କ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ପରହେଲ ସଂରକ୍ଷିତ ଜଙ୍ଗଲରେ ନିଷିଦ୍ଧ ଘୋଷିତ ସିପିଆଇ (ମାଓବାଦୀ) ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସୂଚନା ଅନୁଯାୟୀ, ଓଡ଼ିଶାର ସ୍ୱତନ୍ତ୍ର ନକ୍ସଲ ନିରୋଧୀ ବାହିନୀ ସ୍ପେଶାଲ ଅପରେସନ୍ ଗ୍ରୁପର ଯବାନମାନେ ପାଟ୍ରୋଲିଂ କରୁଥିବା ବେଳେ ନକ୍ସଲଙ୍କ ଉପସ୍ଥିତି ସମ୍ପର୍କରେ ଖବର ପାଇଥିଲେ ଓ ବାମପନ୍ଥୀ ଉଗ୍ରବାଦୀମାନେ ସେମାନଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ। ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ (ଅପରେସନ୍) ସୁରେଶ … Continue reading ସୁରକ୍ଷା କର୍ମୀଙ୍କ ଗୁଳି ବିନିମୟରେ ୨ ନକ୍ସଲ ନିହତ