www.samajalive.in
Friday, December 5, 2025
26.1 C
Bhubaneswar

ଲାଞ୍ଚ ନେଇ ଧରାପଡ଼ିଲେ ୨ ପୌର କର୍ମଚାରୀ

ସମାଜ ଡିଜିଟାଲ ଡେସ୍କ: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ କର୍ମଚାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍‌ କ୍ଲିୟର କରିବା ଲାଗି ଜଣେ ଠିକାଦାରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ଭିଜିଲାନ୍ସ ଅଧିକାରୀମାନେ ପୂର୍ବ ଯୋଜନା ମୁତାବକ ସେମାନଙ୍କୁ ଧରିଛନ୍ତି। ସେମାନଙ୍କଠାରୁ ଲାଞ୍ଚ ଅର୍ଥ ଜବତ ହୋଇଛି।

ଏହା ପରେ ଭିଜିଲାନ୍ସ ପକ୍ଷରୁ ଉଭୟ ବ୍ରଜଗୋପାଳ ଏବଂ ରତିକାନ୍ତଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଏ ନେଇ ବାଲେଶ୍ଵର ଭିଜିଲାନ୍ସ ବିଭାଗରେ ମାମଲା ରୁଜୁ ହୋଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories