www.samajalive.in
Monday, December 15, 2025
27.1 C
Bhubaneswar

୨ ଅଣପ୍ରଶାସନିକ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ଓଡ଼ିଶାର ଦୁଇ ଅଣପ୍ରଶାସନିକ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଦୁଇଜଣ ଅଧିକାରୀ ହେଉଛନ୍ତି ଓଡ଼ିଶା ଇଞ୍ଜିନିୟରିଂ ସେବାର ସୁନ୍ଦର ମାଧବ ପାଢୀ ଏବଂ ଓଡ଼ିଶା ଅର୍ଥ ସେବାର ସ୍ନିତା ପାଣି । ଉଭୟଙ୍କୁ ଆଇଏଏସ ନିଯୁକ୍ତି ମିଳିଛି । ଉଭୟଙ୍କୁ ଆଇଏଏସ ନିଯୁକ୍ତି ନେଇ କେନ୍ଦ୍ର କର୍ମୀକ ମନ୍ତ୍ରାଳୟର ବିଜ୍ଞପ୍ତି ଜାରି କରି ଜଣାଇଛି ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories