www.samajalive.in
Monday, December 8, 2025
13.1 C
Bhubaneswar

୩୧ରେ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ବାରା ପରିଚାଳିତ ବାର୍ଷିକ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ ଆସନ୍ତା ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ। ଏନେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସେହିପରି ଜୁନ୍ ୮ ସୁଦ୍ଧା କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଘୋଷଣା ହେବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍ ୩,୫୭,୯୪୨ ପରୀକ୍ଷାର୍ଥୀ ଥିଲେ। ଏଥର ୫୫୯୭ ପିଲା ପରୀକ୍ଷା ଦେଇନାହାନ୍ତି। ଅନୁପସ୍ଥିତ ୫୫୯୭ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କଳାରେ ୩୪୮୯, ବାଣିଜ୍ୟରେ ୯୮୩ ଏବଂ ବିଜ୍ଞାନରେ ୧୧୨୫ଜଣ ରହିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories