www.samajalive.in
Sunday, December 7, 2025
26.1 C
Bhubaneswar

ଆଉ ୨ ଦିନରେ +୨ ପରୀକ୍ଷା ଫଳ ; ବୃଦ୍ଧି ପାଇବ+୩ ନାମଲେଖା ପାଇଁ ଆବେଦନ ଅବଧି

ଭୁବନେଶ୍ୱର : ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ପରୀକ୍ଷାଫଳ ବାହାରିବାରେ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି। ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା।
ସୂଚନାନୁଯାୟୀ ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହୋଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା। ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଜୁନ୍‌ରେ ୫୦ ବର୍ଷ ପରେ ତ୍ରିକୋଣ ଓ ମାଲବ୍ୟ ରାଜଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି, ଧନର ହେବ ବର୍ଷା..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories