www.samajalive.in
Saturday, December 6, 2025
23.1 C
Bhubaneswar

ବଢିବ +୨ ସିଟ୍‌‌ ସଂଖ୍ୟା – ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର : ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ +୨ ସିଟ୍‌‌ ବଢିବା ନେଇ ନିଷ୍ପତ୍ତି ନିଆଯାଇଛି। ଆବଶ୍ୟକ ହେଲେ ବଢିବ +୨ ସିଟ୍‌‌ ସଂଖ୍ୟା। ଏନେଇ ଶନିବାର ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ଯେଉଁ ଜିଲାରେ ଆବଶ୍ୟକ ପଡିବ, ସିଟ୍‌‌ ବୃଦ୍ଧି କରାଯିବ। ପୁରୁଣା ଢାଞ୍ଚାରେ ମାଟ୍ରିକ ପରୀକ୍ଷା ହେବ। କୋଭିଡ ଢାଞ୍ଚା ବଦଳିବ। ଏ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏ ବର୍ଷ ରେକର୍ଡ ସଂଖ୍ୟକ ପିଲା ପାସ୍‌‌ କରିଥିବାରୁ ଚିନ୍ତା ବଢିଛି। ସବୁ ପିଲା +୨ ସିଟ୍‌‌ ନ ପାଇବା ନେଇ ସନ୍ଦେହ ସୃଷ୍ଟି ହୋଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories