www.samajalive.in
Tuesday, December 9, 2025
15.1 C
Bhubaneswar

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ବାଲେଶ୍ଵର ଜିଲା ଖାରାସାହାପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦୁଇ ଭଉଣୀ ହେଲେ ରାଜଲକ୍ଷ୍ମୀ ବେହେରା ଓ ଭାଗ୍ୟଲକ୍ଷ୍ମୀ ବେହେରା। ଉଭୟେ ଘର ନିକଟ ପୋଖରୀରେ ଗାଧୋଇବାକୁ ଯାଇଥିବାବେଳେ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories