www.samajalive.in
Monday, December 8, 2025
13.1 C
Bhubaneswar

ଶ୍ରୀନଗରରେ ଏନକାଉଣ୍ଟର; ୨ ଆତଙ୍କୀ ନିହତ, ଜଣେ ଯବାନ ଆହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଶ୍ରୀନଗରର ପାରିମ୍ପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ଶ୍ରୀନଗର ପୁଲିସ, ସେନାର ୨୯ ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ସିଆରପିଏଫର ମିଳିତ ଟିମ୍‌ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀଙ୍କ ସହିତ ଯବାନଙ୍କ ଗୁଳିବିନିମୟ ଘଟିଥିଲା।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories