www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀନଗରରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଶ୍ରୀନଗରର ଖଶନମୋହ ଅଞ୍ଚଳରେ ସୋମବାର ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।

ସୂଚନା ଅନୁସାରେ, ନିହତ ହୋଇଥିବା ଦୁଇ ଆତଙ୍କବାଦୀ ଅଲ୍‌-ବଡର ଆତଙ୍କବାଦୀ ସଂଗଠନର। ଖାନମୋହ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିଥିବା ଖବର ମିଳିବା ପ​‌ରେ ଜାମ୍ମୁ-କାଶ୍ମୀର ପୁଲିସ ଏବଂ ସିଆରପିଏଫ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀଙ୍କ ସହିତ ଯବାନମାନେ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories