www.samajalive.in
Sunday, December 7, 2025
14.1 C
Bhubaneswar

ବେଆଇନ ବାଉଁଶ ଚାଲାଣ ବେଳେ ୨ ଗାଡ଼ି ଜବତ, ୭ ଗିରଫ

ବଲାଙ୍ଗୀର : ବଲାଙ୍ଗୀର ଜିଲା ଗୁଡିଭେଳା ବନାଞ୍ଚଳ ଅଧିନସ୍ଥ ସିକେରପାଟ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ବାଉଁଶ ଚାଲାଣ ବେଳେ ସୋମବାର ୨ଟି ବାଉଁଶ ବୋଝେଇ ଗାଡ଼ିକୁ ବନ ବିଭାଗ ଜବତ କରିଛି। ରବିବାର ରାତିରେ ଚାଲାଣ ସମୟରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ୨ ଜଣ ଡ୍ରାଇଭରଙ୍କ ସମେତ ଚାଲାଣରେ ସମ୍ପୃକ୍ତ ଥିବା ଅଭିଯୋଗରେ ୭ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଜବତ ଗାଡ଼ିକୁ ବଲାଙ୍ଗୀର କଦଲିମୁଣ୍ଡା ନର୍ସରୀରେ ରଖାଯାଇଥିବା ବେଳେ ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories