www.samajalive.in
Sunday, December 7, 2025
26.1 C
Bhubaneswar

ବୋରଓ୍ବେଲରେ ଖସିପଡ଼ିଲା ୨ବର୍ଷର ଶିଶୁ

ଜୟପୁର: ଖେଳୁଥିବାବେଳେ ବୋରଓ୍ବେଲ ଗର୍ତ୍ତ ଭିତରକୁ ଖସିପଡ଼ିଲା ୨ ବର୍ଷର ଶିଶୁ। ରାଜସ୍ଥାନର ଦୌସା ଜିଲା ଅନ୍ତର୍ଗତ ବନ୍ଦୁକି ସହରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବରପାଇ ପୁଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। ଏନଡିଆରଏଫ ଏବଂ ଏସଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ପିଲାକୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି। ବୋରଓ୍ବେଲ ଗର୍ତ୍ତଟି ୩୫ ଫୁଟ ଗଭୀର ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ପିଲାଟିର ସ୍ଥିତି ବିଷୟରେ ଜଣାପଡ଼ି ନାହିଁ। ଦୌସା ଜିଲାପାଳ ଦେବେନ୍ଦ୍ର କୁମାର, ଏସପି ରଞ୍ଜିତା ଶର୍ମା ଏବଂ ଜଳଯୋଗାଣ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories