www.samajalive.in
Sunday, December 14, 2025
19.1 C
Bhubaneswar

ମାର୍ଚ୍ଚ ୨୪ରୁ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମ ପାଇଁ ଆବେଦନ ଆରମ୍ଭ

ଡେସ୍କ: ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ଆବେଦନକାରୀମାନେ ଆସନ୍ତା ମାର୍ଚ୍ଚ ୨୪ ତାରିଖ ଠାରୁ ଆବେଦନ କରିପାରିବେ। ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories