www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ। ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ବାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories