ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍
ଭୁବନେଶ୍ବର: ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମଙ୍ଗଳବାର ବଡ଼ ରାୟ ପ୍ରକାଶ ପାଇଛି। ହତ୍ୟାକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ନୟାଗଡ଼ ସ୍ବତନ୍ତ୍ର ଚିଲ୍ଡ୍ରେନ୍ସ କୋର୍ଟ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୬ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ଅଦାଲତ। ସରକାରୀଙ୍କ ଓକିଲଙ୍କ କହିବା ମୁତାବକ, ଦୋଷୀ ନାବାଳକ। ତେଣୁ … Continue reading ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍
Copy and paste this URL into your WordPress site to embed
Copy and paste this code into your site to embed