www.samajalive.in
Sunday, December 7, 2025
18.1 C
Bhubaneswar

ଷ୍ଟେସନରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦୦ ଗାଡ଼ି ପୋଡ଼ି ପାଉଁଶ

ସମାଜ ଡିଜିଟାଲ ଡେସ୍କ: ଉତ୍ତରପ୍ରଦେଶର ବାରାଣସୀ ଅନ୍ତର୍ଗତ କାଣ୍ଟ ରେଳ ଷ୍ଟେସନରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେସନର ପାର୍କିଂ ସ୍ଥଳରେ ନିଆଁ ଲାଗି ୨୦୦ରୁ ଅଧିକ ଗାଡ଼ି ପୋଡ଼ି ପାଉଁଶ ହୋଇଯାଇଛି। ସମସ୍ତ ଗାଡ଼ିଗୁଡ଼ିକ ଦୁଇ ଚକିଆ ବୋଲି ଜଣାପଡ଼ିଛି। ଏହି ପାର୍କିଂସ୍ଥଳରେ ଯାତ୍ରୀ ଏବଂ କର୍ମଚାରୀଙ୍କ ଗାଡ଼ି ରହୁଥିଲା। ତେବେ କିପରି ଏହି ଅଗ୍ନିକାଣ୍ଡ ଘଟିଛି ତାହା ଜଣାପଡ଼ିନାହିଁ। କେହି ଦୁର୍ବୃତ୍ତ ଗାଡ଼ିରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଜିଆରପି ପକ୍ଷରୁ ଘଟଣାର ଅନୁସନ୍ଧାନ କରାଯାଉଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories