www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ବରରୁ ଆଉ ୨୦୧ ପଜିଟିଭ୍ ଚିହ୍ନଟ, ୨୮ ହଜାର ଟପିଲା ରାଜଧାନୀର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଜି ଆଉ ୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନରୁ ଓ ୧୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ୱରରୁ ଆଜି ୨୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଭୁବନେଶ୍ବରରୁ ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମିଶାଇ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ଟପିଛି। ସେଥିମଧ୍ୟରୁ  ବର୍ତ୍ତମାନ ସୁଦ୍ଧା ୨୫୯୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୫,୩୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୧୪୬ ଜଣଙ୍କର ମୃତ୍ୟୁ ଘଟିଛି।

- Advertisement -

 

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories