www.samajalive.in
Wednesday, December 10, 2025
18.1 C
Bhubaneswar

ଆରବିଆଇ ଆଣିବ ଡିଜିଟାଲ କରେନ୍ସି

ନୂଆଦିଲ୍ଲୀ: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ବଜେଟ ଉପସ୍ଥାପନ କରିଛନ୍ତି । ନୂତନ ବଜେଟରେ ମୋଟ୍ ୩୯.୪୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗତ ବର୍ଷ ତୁଳନାରେ ୧୪ ପ୍ରତିଶତ ବୃଦ୍ଧି ହୋଇଛି ନୂତନ ବଜେଟ । ତେବେ କେଉଁ ବିଭାଗକୁ କେତେ ଟଙ୍କା ଦିଆଯାଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ, ଡିଜିଟାଲ କରେନ୍ସିକୁ ନେଇ ଅର୍ଥମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ସୀତାରମଣ ଡିଜିଟାଲ କରେନ୍ସିକୁ ନେଇ କହିଛନ୍ତି କି, ଦେଶରେ ଡିଜିଟାଲ କରେନ୍ସିର ଆରମ୍ଭ କରାଯିବ। ବ୍ଲକଚେନ୍ ଟେକ୍ନୋଲଜି ଦ୍ୱାରା ପ୍ରଚଳନ କରାଯିବ ଆରବିଆଇର ଡିଜିଟାଲ କରେନ୍ସି । କରେନ୍ସି ବ୍ୟବହାର ଦ୍ୱରା ଦେଶର ଅର୍ଥନୀତି ବ୍ୟାପକ ହେବ।

ତେବେ ଏହି ଟେକ୍ନୋଲଜି ବିଟକଏନ ଓ ଅନ୍ୟ କ୍ରିପ୍ଟୋ କରେନ୍ସିରେ ମଧ୍ୟ ବ୍ୟବହୃତ ହୋଇଥାଏ । ଏହା ଦ୍ୱାରା ଦେଶର ଅର୍ଥନୀତି ଉପରେ ବେଶ ଭଲ ପ୍ରଭାବ ପଡ଼ିବ ବୋଲି ସୀତାରମଣ କହିଛନ୍ତି ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories