୨୦୨୪ ଲୋକସଭା ନିର୍ବାଚନ – କେଉଁ ପର୍ଯ୍ୟାୟରେ କେଉଁଠି ହେବ ଭୋଟ

ଡେସ୍କ: ୨୦୨୪ ସାଧାରଣ ନିର୍ବାଚନ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ଆଜି ଏ ବିଷୟରେ ସୂଚନା ଦେଇଛନ୍ତି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୯ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ , ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଓ ଜୁନ ୧ରେ ସପ୍ତମ … Continue reading ୨୦୨୪ ଲୋକସଭା ନିର୍ବାଚନ – କେଉଁ ପର୍ଯ୍ୟାୟରେ କେଉଁଠି ହେବ ଭୋଟ