କେମିତି କଟିବ ନୂଆବର୍ଷ ୨୦୨୫.. ମେଷ ଠାରୁ ମୀନ: ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ହେବ ନୂଆ ଚାକିରି, ବିବାହ, ନୂଆଘର, ସୁନା ଭଳି ଚମକିବ ଭାଗ୍ୟ..

ନୂଆବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ ବାକି । ନୂଆବର୍ଷରେ ଅନେକ ବଡ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହି ବର୍ଷ ଖୁବ୍‌ ଶୁଭ ହେବାକୁ ଯାଉଛି। ନୂଆବର୍ଷରେ ଶନି, ଗୁରୁ, ରାହୁ-କେତୁଙ୍କ ସମେତ ଅନ୍ୟ ଗ୍ରହ ମଧ୍ୟ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିବ। ଜାଣନ୍ତୁ ମେଷ ଠାରୁ ମୀନ କାହାର କେମିତି କଟିବ ନୂଆବର୍ଷ.. ମେଷ – ମେଷ ରାଶି ବ୍ୟକ୍ତି ବିଶେଷଙ୍କ … Continue reading କେମିତି କଟିବ ନୂଆବର୍ଷ ୨୦୨୫.. ମେଷ ଠାରୁ ମୀନ: ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ହେବ ନୂଆ ଚାକିରି, ବିବାହ, ନୂଆଘର, ସୁନା ଭଳି ଚମକିବ ଭାଗ୍ୟ..