www.samajalive.in
Saturday, December 6, 2025
19.1 C
Bhubaneswar

୩ ବର୍ଷରେ ୨୦୬୪ଜଣ ପାଣିରେ ବୁଡ଼ି ମୃତ୍ୟୁ, କଟକରେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୩ ବର୍ଷରେ ୨୦୬୪ଜଣ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ରାଜ୍ୟରେ ୩ ବର୍ଷରେ ନଦୀ, ସମୁଦ୍ର ଓ ପୋଖରୀରେ ବୁଡ଼ି ୨୦୬୪ଜଣଙ୍କ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ କଟକରେ ସର୍ବାଧିକ ୨୫୨ଜଣଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ମୟୁରଭଞ୍ଜରେ ୨୫୧, କୋରାପୁଟରେ ୨୦୭, ନବରଙ୍ଗପୁରରେ ୧୦୨ଜଣଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଆଜି ବିଧାନସଭାରେ ଏ ସମ୍ପର୍କରେ ବିଧାୟକ ଓମ୍‌‌ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ଉତ୍ତର ଦେଇଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories