www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ଆଉ ୨୧,୨୫୭ ନୂଆ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧,୨୫୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ କରୋନାରୁ ୨୪,୯୬୩ ଜଣ ସୁସ୍ଥ ହୋଇଛନ୍ତି । କରାଯାଉଥିବା ନମୁନା ପରୀକ୍ଷା ମଧ୍ୟରୁ ସଂକ୍ରମିତ ଚିହ୍ନଟ ହେବା ସଂଖ୍ୟା ସଂପ୍ରତି ୦.୭୧% ରହିଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୫୩% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୬୪% ରହିଛି । ଏପର୍ଯ୍ୟନ୍ତ କରୋନାରୁ ମୋଟ ୩,୩୨,୨୫,୨୨୧ ଜଣ ସୁସ୍ଥ ହୋଇସାରିଲେଣି । ତେବେ ଗୁରୁବାର ସଂଧ୍ୟାସୁଦ୍ଧା ୨,୪୦,୨୨୧ ଜଣ ସକ୍ରିୟ କରୋନା ରୋଗୀ ରହିଥିଲେ । ସେହି ସମୟ ମଧ୍ୟରେ ମୋଟ ୫୮ କୋଟି ନମୁନା ପରୀକ୍ଷା କରାଯାଇଛି । ତାହାସହିତ ମୋଟ ୯୩.୧୭ କୋଟି ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories