www.samajalive.in
Saturday, December 6, 2025
15.1 C
Bhubaneswar

ସିଏମଓରୁ ୨୨ ଜଣ ଓଏସଏସ ଅଧିକାରୀଙ୍କୁ କରାଗଲା ବଦଳି

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା କରୁଛନ୍ତି। ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଥିବା ମୋହନଙ୍କ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍‌‌ଏସ୍‌‌ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ପାଇଥିବା ବେଳେ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories