www.samajalive.in
Saturday, December 6, 2025
15.1 C
Bhubaneswar

ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ, ୫ ରେଞ୍ଜରେ ୨୨ ଟିମ ନିୟୋଜିତ

ପଟ୍ଟାମୁଣ୍ଡାଇ: ଆଜିଠାରୁ ଭିତରକନିକାରେ କୁମ୍ଭୀରଗଣନା ଆରମ୍ଭ ହୋଇଛି ଓ ଏହା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଭିତରକନିକାରେ କୁମ୍ଭୀରଗଣନା କାରାଯିବା ପାଇଁ ୫ଟି ରେଞ୍ଜରେ ୨୨ଟି ଟିମ ନିୟୋଜିତ ହୋଇଛନ୍ତି। ପ୍ରତ୍ୟେକ ଟିମରେ ୭/୮ଜଣ ବନ କର୍ମଚାରୀଙ୍କୁ ସାମିଲ କରାଯାଇଛି। ଆଜିଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଥିବାରୁ ଭିତରକନିକାକୁ ପର୍ଯ୍ୟଟକମାନଙ୍କୁ ବାରଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories