www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟରେ ୨୩ ନୂଆ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ପୁଣି ୨୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ୪୩୭କୁ ବୃଦ୍ଧି ପାଇଛି। ଏହି ୨୩ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ଵରରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ୩, ଯାଜପୁରରୁ ୩ ଏବଂ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏ ସଂକ୍ରମିତ ରହିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ଵରରେ ସଂକ୍ରମିତଙ୍କ ସଂଖ୍ୟା ୫୭ରେ ପହଞ୍ଚିଥିବାବେଳେ ଯାଜପୁରରେ ୬୪ ଏବଂ ଗଞ୍ଜାମରେ ଏହା ୧୫୭ରେ ପହଞ୍ଚିଛି। ସେହିପରି ବୌଦ୍ଧରେ ମୋଟ ୫ ଓ ପୁରୀରେ ୪ ଆକ୍ରାନ୍ତ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୮୫ ଜଣ ସୁସ୍ଥ ହୋଇଥିବାବେଳେ ୩୪୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories