www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଗୃହ ଓ ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ୍‌, ପରୀକ୍ଷା ବାତିଲ୍‌ କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ..

ଗତକାଲି ହୋଇଥିବା ପ୍ରଲିମିନାରୀ ପରୀକ୍ଷାକୁ ବାତିଲ୍‌ କରାଯାଇଛି..

- Advertisement -

ଓଡ଼ିଆ ପ୍ରଶ୍ନପତ୍ରରେ ମୁଦ୍ରଣ ତ୍ରୁଟି ଥିବାରୁ ବାତିଲ ହେଲା ପରୀକ୍ଷା..

ନାବାଳିକା ଯୌନ ନିର୍ୟ୍ୟାତନା ମାମଲା.. ନୀଳଗିରି ବାପୁଜୀ ସେବା ସଦନ ମାଲିକଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସ୍ଵତନ୍ତ୍ର ପକ୍ସୋ ଅଦାଲତ ବିଚାରପତି..

ଅନୁଗୋଳ ସହରର ହୁଲୁରିସିଂହା ବହୁଚର୍ଚ୍ଚିତ ପ୍ରକାଶ ବେହେରା ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ..

ଆଜି ୪ ଜିଲାରେ କାଳବୈଶାଖୀ ପ୍ରଭାବରେ ଝଡବର୍ଷା ସମ୍ଭାବନା..

ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲା ପାଇଁ ସତର୍କ ସୂଚନା ଜାରି..

ବିଜୁଳି ଘଡଘଡି ସହ ଝଡ ପବନ ଓ କୁଆପଥର ବର୍ଷା ସମ୍ଭାବନା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories