www.samajalive.in
Monday, December 15, 2025
14.1 C
Bhubaneswar

ଏହିଦିନ ରାମଲାଲାଙ୍କୁ ୨୪ଘଣ୍ଟା ଦର୍ଶନ କରିପାରିବେ ଭକ୍ତ

ଉତ୍ତରପ୍ରଦେଶ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମନବମୀ ଏବଂ ନବରାତ୍ରି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଏନେଇ ସେ ଅଯୋଧ୍ୟାରେ ବରିଷ୍ଠ ଅଧିକାରୀଙ୍କ ସହିତ ବୈଠକ କରିଥିଲେ । ଏହି ଅବସରରେ ନବରାତ୍ରିର ଅଷ୍ଟମୀ, ନବମୀ ଏବଂ ଦଶମୀରେ ରାମଲାଲାଙ୍କ ମନ୍ଦିରରେ ୨୪ଘଣ୍ଟିଆ ଦର୍ଶନ ଓ ପୂଜାର୍ଚ୍ଚନାର ବ୍ୟବସ୍ଥା କରିବାକୁ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି । ଯୋଗୀ କହିଛନ୍ତି ଯେ ଏହି ଅବଧି ମଧ୍ୟରେ ମନ୍ଦିରର କବାଟ କେବଳ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମୟରେ ବନ୍ଦ ରହିବ । ଏହାସହିତ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ରରେ ସଦସ୍ୟମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ କହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories