www.samajalive.in
Friday, December 5, 2025
26.1 C
Bhubaneswar

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ, ୨୩ ଜଣ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ଵର: ରାଜ୍ୟରେ ସୋମବାର ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୯୬ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲାରୁ ୪୦ ଆକ୍ରାନ୍ତ ରହିଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ କ୍ବାରେଣ୍ଟାଇନରୁ ୨ଜଣ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଛନ୍ତି।

୨୫ ଆକ୍ରାନ୍ତଙ୍କ ମଧ୍ୟରୁ ମଞ୍ଚେଶ୍ଵର ଅଞ୍ଚଳରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସାମନ୍ତରାପୁରରୁ ୨, ଚକେଇସିଆଣି ମଞ୍ଚନାଥ ହାଇସ୍କୁଲ ନିକଟରୁ ୪, ଚକେଇସିଆଣି ହାଡ଼ବାଇ ବସ୍ତି ଅଞ୍ଚଳରୁ ୨, ପାସପୋର୍ଟ ଅଫିସ ନିକଟ ବାଲିତୋଟାସାହି ବସ୍ତିରୁ ୪, ଶିରିପୁର ଲକ୍ଷ୍ମୀବଜାର ବସ୍ତିରୁ ଜଣେ, ଏକ ଘରୋଇ ହସ୍ପିଟାଲର ଜଣେ ୨୨ ବର୍ଷୀୟା ମହିଳା କର୍ମଚାରୀ, ଅଶୋକ ନଗର ଅଞ୍ଚଳର ଜଣେ ୫୦ ବର୍ଷୀୟା ମହିଳା, ନୀଳାଦ୍ରିବିହାର ବୁଦ୍ଧପାର୍କ ଅଞ୍ଚଳରୁ ଜଣେ ମହିଳା, ସରକାରୀ ହସ୍ପିଟାଲର ଜଣେ କର୍ମଚାରୀ ଓ ନୟାପଲ୍ଲୀରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories