www.samajalive.in
Sunday, December 14, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ୨୭୦କର୍ମଚାରୀ: ଏତିକି ଆଇଏଏସ, ଆଇପିଏସ ପଦବୀ ଖାଲି, ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ, ଆଇପିଏସ୍‌, ଆଇଏଫଏସ ପଦବୀ ଖାଲି ନେଇ ବିଧାନସଭାରେ ଆଜି ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୪୬ଆଇଏଏସ, ୬୭ଆଇପିଏସ୍‌, ୭୦ଆଇଏଫଏସ୍‌ ପଦବୀ ଖାଲି ପଡିଛି । ଏହାସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୭୦ଜଣ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।

ଗତବର୍ଷ ଜୁନ୍‌ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ଯାଏଁ ୨୭୦ଜଣ କର୍ମଚାରୀ ଗିରଫ ହୋଇଥିବା ଗୃହରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ୩୧ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି । ସେମାନଙ୍କ ମଧ୍ୟରୁ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି ୧୮୭ଜଣ ସରକାରୀ କର୍ମଚାରୀ । ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ଜଣ । ଅନ୍ୟ ୬୫ଜଣ ସରକାରୀ କର୍ମଚାରୀଙ୍କ ପେନସନ୍‌ ବନ୍ଦ ହୋଇଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories