ନବରଙ୍ଗପୁର : ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ନିଶିନାହାଣ୍ଡି ଜଙ୍ଗଲରୁ ଗୁରୁବାର ଦୁଇ ଭାଲୁଙ୍କ ମୃତଦେହ ବନବିଭାଗ ଉଦ୍ଧାର କରିଛି। ବନବିଭାଗ ପକ୍ଷରୁ ଦୁଇ ଭାଲୁଙ୍କ ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପଠାଇଥିବା ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!