ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି

ଡେସ୍କ: ବିଜୁ ଜନତା ଦଳ ପକ୍ଷରୁ ଆଜି ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ଦଳୀୟ ମୁଖ୍ୟ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ପ୍ରାର୍ଥୀମାନଙ୍କ ନାଁ ଘୋଷଣା କରିଛନ୍ତି। ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୨୭ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ଲୋକସଭା ପାଇଁ ତୃତୀୟ ପର୍ଯ୍ୟାୟରେ ଦଳ ଲୋକସଭା ପାଇଁ ୫ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେଡିର ଦ୍ଵିତୀୟ … Continue reading ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି