ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଚରମ ସୀମାରେ ପ୍ରଚାର

ଡେସ୍କ: ଆସନ୍ତାକାଲି (ବୁଧବାର) ଶେଷ ହେବାକୁ ଥିବା ଲୋକସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଦେଶବ୍ୟାପୀ ଏକାଧିକ ରାଲି କରୁଛନ୍ତି। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୯ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ବୟାନ ନେଇ ସମାଲୋଚନା କରିଛନ୍ତି ଯେ … Continue reading ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଚରମ ସୀମାରେ ପ୍ରଚାର