www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ ସ୍ନାତକ ନାମଲେଖା ଆବେଦନ

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩) ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପାଠ ପଢ଼ାଯିବ। ନାମଲେଖା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିୟମାବଳୀ ପ୍ରକାଶ ପାଇଛି। ଆଜିଠାରୁ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଆଜି ଅପରାହ୍ଣ ୪ଟାରୁ ନାମଲେଖା ପାଇଁ ସାମ୍ସ ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମେ’ ୨୦ ଆବେଦନର ଅନ୍ତିମ ଅବଧି ରହିଛି। ମେ’ ୨୦ ରାତି ୧୧ଟା ୪୫ରେ ଆବେଦନ ଶେଷ ହେବ। ମେ’ ୨୧ ଏବଂ ୨୨ ଦୁଇଦିନ ଆବେଦନପତ୍ରକୁ ଏଡ଼ିଟ୍‌ କରିବାର ସୁଯୋଗ ମିଳିବ। +୨ ପରୀକ୍ଷା ଫଳ ପ୍ରକାଶ ପରେ ପରବର୍ତ୍ତୀ ସମୟରେ ମାର୍କସିଟ୍‌ ଦାଖଲ, ମେଧା ତାଲିକା ସହ ଅନ୍ୟ ତାରିଖ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯିବ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories