www.samajalive.in
Tuesday, December 9, 2025
15.1 C
Bhubaneswar

ଯୁକ୍ତ ୩ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ସାଂପ୍ରତିକ ବନ୍ୟା ସ୍ଥିତିକୁ ଦେଖି ସରକାର + ୩ ନାମଲେଖା ଅବଧି ବୃଦ୍ଧି କରିଛନ୍ତି। ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ପହିଲାକୁ ବୃଦ୍ଧି କରାଯାଇଛି । ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୭ ରୁ ୧୧ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ପର୍ୟ୍ୟାୟ ନାମଲେଖା ସେପ୍ଟେମ୍ବର ୧୬ ରୁ ୧୯ ଯାଏଁ ଚାଲିବ। ସ୍ପଟ ସିଲେକ୍ସନ୍ ସେପ୍ଟେମ୍ବର ୧୯ ପରିବର୍ତ୍ତେ ୨୧ରୁ ଆରମ୍ଭ ହେବ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories