ଭୁବନେଶ୍ବର : ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ୍ ୨୪ରୁ ଅନଲାଇନ୍ ଆବେଦନ ଆରମ୍ଭ ହେବ । ଅନଲାଇନ୍ ଆବେଦନର ଶେଷ ତାରିଖ ଜୁଲାଇ ୮ ରହିଛି । ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ଏବଂ ଅଗଷ୍ଟ ୫ରେ ଦ୍ବିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!