www.samajalive.in
Monday, December 8, 2025
14.1 C
Bhubaneswar

ଜୁନ ୩ରୁ +୩ ଆଡ଼ମିସନ ପ୍ରକ୍ରିୟା ଆରମ୍ଭ

ଡେସ୍କ: ରାଜ୍ୟରେ ଥିବା ୧ ହଜାର ୩୯ଟି ମହାବିଦ୍ୟାଳୟରେ ଯୁକ୍ତ ୩ ଶ୍ରେଣୀରେ ନାମଲେଖା ନିମନ୍ତେ ଆସନ୍ତା ଜୁନ ୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ଏହି ପ୍ରକ୍ରିୟାରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିଏସସି ଆଇଟିଏମ, ସରକାରୀ ଓ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ୩ ବର୍ଷିଆ ବିବିଏ ଓ ବିସିଏ, ଉତ୍କଳ ବିଶ୍ୱବିଦ୍ୟାଳୟର ୫ ବର୍ଷିଆ ଇଣ୍ଟିଗ୍ରେଟେଡ଼ ଏମବିଏ ଓ ଏମସିଏ, ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ୫ ବର୍ଷିଆ ବିଏ ଏଲଏଲବି ଓ ୩ ବର୍ଷିଆ ଏଲଏଲବି ପାଠ୍ୟକ୍ରମକୁ ସାମିଲ କରାଯାଇଛି। ଏହିସବୁ ପାଠ୍ୟକ୍ରମ ପାଇଁ ୪ଟି ପର୍ଯ୍ୟାୟରେ ଆଡ଼ମିସନ ହେବ।

ମୋଦୀ ନୁହଁନ୍ତି ଭଲ ବନ୍ଧୁ – ନବୀନ

- Advertisement -

ଆଶାୟୀ ଛାତ୍ରଛାତ୍ରୀମାନେ ସାମସ ପୋର୍ଟାଲରେ ଅନଲାଇନ ଜରିଆରେ ଜୁନ ୧୭ ତାରିଖ ମଧ୍ୟରେ ଆବେଦନ କରିପାରିବେ। ପ୍ରଥମ ପର୍ଯ୍ୟାୟ ନାମଲେଖା ତାଲିକା ଜୁନ ୨୫ରେ ପ୍ରକାଶ ପାଇବ। ସେହିଭଳି ଦ୍ଵିତୀୟ ପର୍ଯ୍ୟାୟ ନାମଲେଖା ତାଲିକା ଜୁଲାଇ ୫, ତୃତୀୟ ପର୍ଯ୍ୟାୟ ଜୁଲାଇ ୧୫ ଓ ଶେଷ ପର୍ଯ୍ୟାୟ ଜୁଲାଇ ୩୦ରେ ପ୍ରକାଶ ପାଇବ। ଅଗଷ୍ଟ ୧ରୁ ପାଠପଢା ଆରମ୍ଭ ହେବ ବୋଲି ଜଣାପଡିଛି।

ଧରାପଡିଲା ବିଜେପିର ମିଛ ଭିଡିଓ ପ୍ରସଙ୍ଗ – ବିଜେଡି

ରାଜ୍ୟରେ +୩ କଳାରେ ୧ ଲକ୍ଷ ୫୩ ହଜାର ୧୨୦ଟି ଆସନ ରହିଥିବା ବେଳେ ବିଜ୍ଞାନରେ ୭୩ ହଜାର ୪୧୧ଟି ଆସନ, ବାଣିଜ୍ୟରେ ୩୧ ହଜାର ୯୬୪ଟି ଆସନ, ସେଲ୍ଫ ଫାଇନାନସିଙ୍ଗରେ ୫ ହଜାର ୧୨୮ଟି ଆସନ ଏବଂ ସଂସ୍କୃତରେ ୯ ହଜାର ୨୧୨ଟି ଆସନ ରହିଛି।

ଭିଡିଓ: ଶାଢି ଦୋକାନରେ ପଶିଗଲା ଗାଈ, ଆଉ ତା ପରେ…

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories