ଜୁନ ୩ରୁ +୩ ଆଡ଼ମିସନ ପ୍ରକ୍ରିୟା ଆରମ୍ଭ

ଡେସ୍କ: ରାଜ୍ୟରେ ଥିବା ୧ ହଜାର ୩୯ଟି ମହାବିଦ୍ୟାଳୟରେ ଯୁକ୍ତ ୩ ଶ୍ରେଣୀରେ ନାମଲେଖା ନିମନ୍ତେ ଆସନ୍ତା ଜୁନ ୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ଏହି ପ୍ରକ୍ରିୟାରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିଏସସି ଆଇଟିଏମ, ସରକାରୀ ଓ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ୩ ବର୍ଷିଆ ବିବିଏ ଓ ବିସିଏ, ଉତ୍କଳ ବିଶ୍ୱବିଦ୍ୟାଳୟର ୫ ବର୍ଷିଆ ଇଣ୍ଟିଗ୍ରେଟେଡ଼ ଏମବିଏ ଓ ଏମସିଏ, ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର … Continue reading ଜୁନ ୩ରୁ +୩ ଆଡ଼ମିସନ ପ୍ରକ୍ରିୟା ଆରମ୍ଭ