www.samajalive.in
Sunday, December 14, 2025
17.1 C
Bhubaneswar

ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ୩ ଗିରଫ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲରେ ଚାକିରି ଦେବା ନାଁ​‌ରେ ଠକେଇ ଅଭିଯୋଗରେ କମିଶନରେଟ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜାଲ୍ ନିଯୁକ୍ତି ମେଳା କରି ଯୁବକଯୁବତୀଙ୍କୁ ଡକାଇ ସେମାନଙ୍କଠାରୁ ବିଭିନ୍ନ ବାବଦରେ ଟଙ୍କା ଠକେଇ କରୁଥିବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହିତ ୩ ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ମୁମ୍ବଇର ବୋଲି ଜଣାପଡ଼ିଛି। ଏମାନେ ଭୁବନେଶ୍ଵରର ଏକ ହୋଟେଲ ବୁକ୍ କରି ସେଠାରେ ଜାଲ୍‌ ନିଯୁକ୍ତି ମେଳା କରୁଥିଲେ। କିଛି ଆଶାୟୀଙ୍କଠାରୁ ନିଯୁକ୍ତି ପାଇଁ ବିଭିନ୍ନ ପ୍ରକ୍ରିୟା ବାବଦରେ ପ୍ରାୟ ୭୦ ହଜାର ଟଙ୍କା ନେଇଥିଲେ। ପୁଲିସ ସେମାନଙ୍କୁ ଗିରଫ କରି ଠକେଇ ପଛରେ ଆଉ କିଛି ଲିଙ୍କ ଅଛି କି ନାହିଁ ତାହାର ତଦନ୍ତ ଚଳାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories