www.samajalive.in
Monday, December 8, 2025
27.1 C
Bhubaneswar

ବାଇକ୍-ସ୍କୁଟି ଧକ୍କାରେ ୩ ମୃତ

ବାରିପଦା: ବାରିପଦା ଉଦଳା ରାସ୍ତା ବାଲିଯୋଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍ -ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ୩ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ବାଇକରେ ଜଣେ ଯୁବକ ଥିବାବେଳେ ସ୍କୁଟିରେ ଦୁଇ ଜଣ ଯୁବକ ରହିଥିଲେ। ହଠାତ୍ ବାଇକ୍‌ଟି ଦ୍ରୁତ ଗତିରେ ଆସି ସ୍କୁଟିରେ ସାମ୍ନାସାମ୍ନି ଧକ୍କା ହୋଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ବାଇକ୍ ଏବଂ ସ୍କୁଟି ଭାଙ୍ଗିରୁଜି ଚୁରମାର୍ ହୋଇଯାଇଛି। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି।  ପରେ ଖବର ପାଇ ବଡବିଲ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories