www.samajalive.in
Sunday, December 7, 2025
26.1 C
Bhubaneswar

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତ ନେଇଛି ୩ ଜୀବନ: ସ୍ଵାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ଭୀଷଣ ଗରମ ଏବଂ ଗୁଳୁଗୁଳି ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି। ସକାଳ ୧୦ଟା ବାଜିଲେ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି । ପ୍ରାୟ ୪୦ ଡିଗ୍ରୀ ଉପରେ ରହୁଛି ରାଜ୍ୟର ସବୁ ସହରର ତାପମାତ୍ରା। ଏହାରି ମଧ୍ୟରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର। ମୋଟ୍ ୭୮୬ ଅଂଶୁଘାତ ମାମଲା ଆସିଥିବାବେଳେ ୩ଜଣଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲାରେ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଅଂଶୁଘାତରେ ୧୭ଜଣଙ୍କ ମୃତ୍ୟୁ ଅଭିଯୋଗ ନେଇ ତଦନ୍ତ ଚାଲିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories