www.samajalive.in
Monday, December 8, 2025
17.1 C
Bhubaneswar

ବଣାଇ: ଦୁର୍ଘଟଣାଗ୍ରସ୍ତ ଡମ୍ପର ତଳୁ ୩ଟି ମୃତଦେହ ଉଦ୍ଧାର

ବଣାଇ: ଏକ ଦୁର୍ଘଟଣାଗ୍ରସ୍ତ ଡମ୍ପର ତଳୁ ୩ଟି ମୃତଦେହ ଉଦ୍ଧାର ହୋଇଛି। ଦୁର୍ଘଟଣାର ପ୍ରାୟ ୧୫ ଘଣ୍ଟା ପରେ ପୁଲିସ ଏହି ମୃତଦେହଗୁଡିକୁ ଉଦ୍ଧାର କରିଛି। ସୂଚନାଯୋଗ୍ୟ, କେ.ବଲାଙ୍ଗ ଥାନା ଚୋରଧରା ନିକଟରେ ଗୁରୁବାର ଏକ ଡମ୍ପର ଓଲଟି ପଡିଥିଲା। ଡମ୍ପର ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା। ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories