www.samajalive.in
Sunday, December 14, 2025
26.1 C
Bhubaneswar

ବଜ୍ରପାତରେ ୩ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଅଞ୍ଚଳରେ ବୁଧବାର ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ମହାକାଳପଡ଼ା କରଞ୍ଜ ଗାଁରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସେହିପରି ଗରଦପୁର ବ୍ଲକ ମରିଲୋ ଗାଁରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories