www.samajalive.in
Friday, December 12, 2025
14.1 C
Bhubaneswar

ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼, ୩ ଆହତ

ସମାଜ ଡିଜିଟାଲ ଡେସ୍କ: ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଚି। ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ ଆସିଥିଲେ। ଶୋଭାଯାତ୍ରା ସମୟରେ କୌଣସି କାରଣରୁ ଗଣ୍ଡଗୋଳ ଘଟିବାରୁ ଛୁରାମାଡ଼ ହୋଇଥିଲା। ଏଥିରେ ୩ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ୩ ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories