www.samajalive.in
Saturday, December 13, 2025
26.1 C
Bhubaneswar

ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ, ଚେକିଂ କଡାକଡି

ଭୁବନେଶ୍ବର : ବିହାରରେ ୩ ଜଣ ପାକିସ୍ତାନୀ ଆତଙ୍କବାଦୀ ନେପାଳ ସୀମା ଦେଇ ମୋତିହାରୀ ଜିଲ୍ଲାକୁ ପଶିଥିବା ସୂଚନା ମିଳିବା ପରେ ସୀମାନ୍ତ ଅଞ୍ଚଳରେ ପୁଲିସର କଡାକଡି ଚେକିଂ ଚାଲିଛି । ଗୁଇନ୍ଦା ସଂସ୍ଥାର ସୁଚନା ପରେ ପୋଲିସ ହାଇଆଲର୍ଟରେ ରହିଥିବା ସହ ଗାଡିମୋଟର ଯାଞ୍ଚ ଚାଲିଛି । ଏହା ସହ ସନ୍ଦିଗ୍ଧ ବାବଦରେ ଜଣାଇବାକୁ ୫୦ ହଜାର ଟଙ୍କାର ପୁରସ୍କାର ଘୋଷଣା ମଧ୍ୟ କରାଯାଇଛି । ୩ ଆତଙ୍କୀଙ୍କ ନାମ ସହ ଫଟୋ ଜାରି କରିଛି ପୁଲିସ । ୩ ଆତଙ୍କୀ ରାୱଲପିଣ୍ଡି, ଉମରକୋଟ ଓ ବାହାୱଲପୁରର ବୋଲି ସୂଚନା ମିଳିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories