www.samajalive.in
Sunday, December 7, 2025
26.1 C
Bhubaneswar

ଜାମ୍ମୁ କାଶ୍ମୀର : ୩ ଆତଙ୍କବାଦୀ ଗିରଫ

ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ଶ୍ରୀନଗରର ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ସୁରକ୍ଷା ବାହିନୀ ଜୈସେ ମହମ୍ମଦର ୩ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି । ଗୁଇନ୍ଦା ତଥ୍ୟକୁ ଆଧାର କରି ପୁଲିସ ସେମାନଙ୍କୁ ଶ୍ରୀନଗର-ବାରମୁଲା ରାସ୍ତାର ଲୋୱାପୋରାରୁ ରବିବାର  ରାତିରେ ଗିରଫ କରିଛି।

ସେମାନେ ହେଲେ ରଇସ୍‍ ହୁରାହ୍‍, ସଇଦ୍‍ ଭଟ୍‍ ଏବଂ ଇସାକ୍‍ ଲୋନ୍‍। ଏହି ୩ ଜଣ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ଜୀବନ୍ତ ଗୁଳିଗୋଳା ଜବତ କରାଯାଇଥିବା ପୁଲିସ ସୂତ୍ରରୁ ଜଣାପଡିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories