www.samajalive.in
Sunday, December 7, 2025
23.1 C
Bhubaneswar

୩ ମାଓବାଦୀ ମୃତ: ସର୍ଚ୍ଚ ଅପରେସନ ଜାରି

ଛତିଶଗଡ: ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ। କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବିଜାପୁର ଜିଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଘଟଣା ସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଗୋଟିଏ ଏଲ.ଏମ.ଜି, ଗୋଟିଏ ଏ.କେ-୪୭ ବନ୍ଧୁକ ଜବତ କରାଯାଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories