www.samajalive.in
Saturday, December 6, 2025
14.1 C
Bhubaneswar

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୮୨ରେ ପହଞ୍ଚିଲା

ଭୁବନେଶ୍ଵର: ଓଡ଼ିଶାରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୩ଜଣ ଭଦ୍ରକ ଅଂଚଳର ବୋଲି ଜଣାପଡ଼ିଛି । ହେଲେ ଏମାନେ କାହା ସଂସ୍ପର୍ଶରେ ଆସିଛନ୍ତି ସେ ବିଷୟରେ ଜଣାପଡ଼ି ନାହିଁ । ଏହାକୁ ମିଶାଇ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରୁ ୮୨କୁ ବୃଦ୍ଧି ପାଇଛି । ୩୦ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୫୧ଜଣ ରାଜ୍ୟରେ ବିଭିନ୍ନ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୭୭୫ଟି କରୋନା ଟେଷ୍ଟ ହୋଇଛି ଏବଂ ୪ ହଜାର ୯୭୫ଟି ଆଣ୍ଟିବଡ଼ି ଟେଷ୍ଟ କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories