ସୁଲଭ, ସହାୟକ ଏବଂ ଦକ୍ଷ ନ୍ୟାୟ ପ୍ରଦାନ ବ୍ୟବସ୍ଥା – ଜୁଲାଇ ୧ରୁ ଲାଗୁ ହେବ ୩ଟି ନୂଆ ଅପରାଧିକ ଆଇନ

ଡେସ୍କ: ତିନୋଟି ନୂଆ ଅପରାଧିକ ଆଇନ, ଭାରତୀୟ ନ୍ୟାୟ ସଂହିତା୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଆଇନ ୨୦୨୩ ଆସନ୍ତା ମାସ ପହିଲା (ଜୁଲାଇ ୧)ରୁ କାର୍ଯ୍ୟକାରୀ ହେବ। ଗତବର୍ଷ ଶୀତକାଳୀନ ଅଧିବେଶନରେ ସଂସଦରେ ଏହି ବିଲ୍ ଗୃହୀତ ହୋଇଥିଲା। ଭାରତୀୟ ନାଗରିକଙ୍କୁ ସଶକ୍ତ କରିବା ଦିଗରେ ନୂଆ ଅପରାଧିକ ଆଇନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ପ୍ରତ୍ୟେକ ନାଗରିକଙ୍କୁ ଅଧିକ ସୁଲଭ, ସହାୟକ ଏବଂ ଦକ୍ଷ ନ୍ୟାୟ ପ୍ରଦାନ ବ୍ୟବସ୍ଥା ସୃଷ୍ଟି … Continue reading ସୁଲଭ, ସହାୟକ ଏବଂ ଦକ୍ଷ ନ୍ୟାୟ ପ୍ରଦାନ ବ୍ୟବସ୍ଥା – ଜୁଲାଇ ୧ରୁ ଲାଗୁ ହେବ ୩ଟି ନୂଆ ଅପରାଧିକ ଆଇନ