www.samajalive.in
Sunday, December 14, 2025
16.1 C
Bhubaneswar

ସୁପ୍ରିମକୋର୍ଟର ସମସ୍ତ ୩୪ଟି ପଦ ପୂରଣ, ଆଜି ଶପଥ ନେଲେ ୩ ବିଚାରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିଯୁକ୍ତି ପ୍ରଦାନ ପରେ ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡ଼ି ୱାଇ ଚନ୍ଦ୍ରଚୂଡ଼ ୩ ଜଣ ନୂଆ ବିଚାରପତିଙ୍କୁ ପାଠ କରାଇଛନ୍ତି। ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାପତି ଆଙ୍ଗଷ୍ଟିନ ଜର୍ଜ ମସିହ ଓ ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ସନ୍ଦୀପ ମେହତା ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଗତ ସପ୍ତାହରେ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏହି ତିନିଜଣଙ୍କ ନାମ ସୁପାରିଶ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories